Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ

6/12/2021 at 9:38 AM

ନୂଆଦିଲ୍ଲୀ ୦୬/୧୨: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୩୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୬ ଲକ୍ଷରୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୯୮୪୧୬ ସକ୍ରିୟ ମାମଲା ରହିଛି ଏବଂ ୩୪୦୬୯୬୦୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।  ଏତତ୍ ବ୍ୟତୀତ ୪୭୩୫୩୭ ସଂକ୍ରମିତ ପ୍ରାଣ ହରାଇଛନ୍ତି ।  

   Related Posts