Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୬୪୦ କୋଭିଡ୍ ପଜିଟିଭ୍ ଚିହ୍ନଟ

29/06/2021 at 8:32 AM

ଭୁବନେଶ୍ୱର ୨୯।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୬୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୦୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts