Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ

28/11/2021 at 9:49 AM

ନୂଆଦିଲ୍ଲୀ ୨୮/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୨୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୭୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୨୧ ଜଣଙ୍କ ମୃତ୍ୟୁ ହୋଇଛି ।

ଏବେସୁଦ୍ଧା ଦେଶରେ ୩୫ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୫୬୯୧ ସକ୍ରିୟ ମାମଲା ରହିଛି ୩୩୯୯୮୨୭୮ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts