Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିର ରହିଛି, ମୃତ୍ୟୁ ସଂଖ୍ୟା ବି କମିଛି : ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

18/09/2021 at 3:28 PM

ଭୁବନେଶ୍ବର ୧୮।୯: କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି । ଯାହା ରହିଛି ଆକ୍ଟିଭ୍ କେସ୍ । ହସ୍ପିଟାଲାଇଜେସନ କମୁଛି । ମୃତ୍ୟୁ ସଂଖ୍ୟା ବି କମିଛି । ଆଇସିୟୁରେ ମଧ୍ୟ ରୋଗୀଙ୍କ ସଂଖ୍ୟା କମୁଛି ।  ହାରାହାରି ୫୦୦ରୁ ୬୦୦ଭିତରେ ରହୁଛି ଦୈନିକ ସଂକ୍ରମଣ ।

ଅନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ବର ଓ କଟକରେ ସଂକ୍ରମଣ ଟିକିଏ ଅଧିକ ରହୁଛି । ଯେହେତୁ ଓଡ଼ିଶାର ସବୁ ବଡ଼ ବଡ଼ ହସ୍ପିଟାଲ ଏଠି ରହିଛି ସେଥିପାଇଁ ଏଠି ରୋଗୀଙ୍କ ସଂଖ୍ୟା ଅଧିକ ରହୁଛି । ବର୍ତ୍ତମାନ ସବୁ ହସ୍ପିଟାଲରେ ଆରଟିପିସିଆର ଟେଷ୍ଟକୁ ବାଧ୍ୟତାମୂଳକ କରି ଦିଆଯାଇଛି । ତେବେ ବର୍ତ୍ତମାନ ସ୍ଥିତି ସ୍ଥିର ଅଛି । ଆଗାମୀ ୩ ମାସ ଗୁରୁତ୍ବପୂର୍ଣ୍ଣ । ଏହି ତିନି ମାସ ସଚେତନ ରହିବାକୁ ପଡ଼ିବ ବୋଲି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

   Related Posts