Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

22/10/2021 at 10:23 AM

ଭୁବନେଶ୍ୱର ୨୨।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୪୪୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୩୮୧୮୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts