Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

12/11/2021 at 10:13 AM

ଭୁବନେଶ୍ୱର ୧୨।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୬୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୮୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୬୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୧୭୨୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts