Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରତିରକ୍ଷା ରପ୍ତାନୀ କ୍ଷେତ୍ରରେ ମାଇଲ ଖୁଣ୍ଟ : ଫିଲିପାଇନ୍ସକୁ ଧୃବ ହେଲିକପ୍ଟର ବିକ୍ରି କରିବ ଭାରତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୧୫୯ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୮କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୫ କରୋନା ସଂକ୍ରମିତ, ୧୦୫୦୯୫୫ରେ ପହଞ୍ଚିଲା ସଂଖ୍ୟା
  • ||
  • ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର
  • ||
  • ମାତିଲେ ମାଓବାଦୀ : ଜାଳିଲେ ଗାଡ଼ି, ସୁପରଭାଇଜରଙ୍କୁ କଲେ ଅପହରଣ
  • ||
  • ମୁହାଁମୁହିଁ ହେବେ ଶାସକ-ବିରୋଧି : ମମିତା ମେହେର ପ୍ରସଙ୍ଗରେ ବିଧାନସଭା ଘେରିବ ବିଜେପି
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

5/11/2021 at 10:11 AM

ଭୁବନେଶ୍ୱର ୦୫।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୧୭୦ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୯୬୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts