ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
25/01/2021 at 9:22 AM

ଭୁବନେଶ୍ବର,୨୫।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।
Regret to inform the demise of 47 years old male Covid positive patient of Sundargarh District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) January 25, 2021
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି ।

Related Posts
ନିଆଁ ଲାଗି ଜଳିଗଲା ଏକର ଏକର ଜଙ୍ଗଲ
7 March 2021
ବୁଲାଣିରେ ଓଲଟିଲା ପିକ୍ଅପ୍ ଭ୍ୟାନ୍, ଜଣେ ଗୁରୁତର
7 March 2021