Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା

25/01/2021 at 9:22 AM

ଭୁବନେଶ୍ବର,୨୫।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ  ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି ।

   Related Posts