Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୫୩ ଛୁଇଁଲା ମୃତକଙ୍କ ସଂଖ୍ୟା

25/12/2020 at 12:10 PM

ଭୁବନେଶ୍ବର୨୫।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧାର ଥିବା ବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଓ ଢେଙ୍କାନାଳର ଅଟନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୭ ହଜାର ୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୯୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୨୨ ହଜାର ୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୭ ଲକ୍ଷ ୭୦ ହଜାର ୧୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

   Related Posts