Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ

23/07/2021 at 8:45 AM

ଭୁବନେଶ୍ୱର ୨୩।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।   

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୩୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୯୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts