Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୫ ମୃତ

14/11/2021 at 9:37 AM

ନୂଆଦିଲ୍ଲୀ ୧୪/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୨୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୮୫ ଜଣଙ୍କ ମୃତ୍ୟୁ ହୋଇଛି ।

ଏବେସୁଦ୍ଧା ୩୪୪୩୭୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୩ ହଜାର ୫୩୦ରେ ପହଞ୍ଚିଛି । ଏବେ ଦେଶରେ ୧୩୫୯୧୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୮୩୭୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts