Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

କମୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮୪ ହଜାରରୁ ଅଧିକ କରୋନା ପଜିଟିଭ୍, ୪୦୦୨ ମୃତ

12/06/2021 at 9:32 AM

ନୂଆଦିଲ୍ଲୀ, ୧୨/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୦୨ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୪୩୩୨ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୦୦୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୩ଲକ୍ଷ ୫୯ ହଜାର ୧୫୫ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୬୭ ହଜାର ୦୮୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୯ ଲକ୍ଷ ୧୧ ହଜାର ୩୮୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦୮୦୬୯୦ ।

   Related Posts