Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ସୋମବାର ବ୍ରହ୍ମପୁରରେ ୧୮ଟି ସ୍ଥାନରେ କରୋନା ପଜିଟିଭ୍ ଚିହ୍ନଟ

6/07/2020 at 9:50 PM

ବ୍ରହ୍ମପୁର୬/୭: ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ସୋମବାର ୧୮ ଟି ସ୍ଥାନରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଲଗାତାର ୪ ଦିନ ହେଲା ଏମ୍ କେ ସି ଜି ସ୍ଥାନିତ ହୋଇଛି। ଟୁଇଟ୍ ମାଧ୍ଯମରେ ସୂଚନା ଦେଲେ ବ୍ରହ୍ମପୁର ମହାନଗର ନିଗମ କର୍ତ୍ତୃପକ୍ଷ।

ଞ୍ଜାମ ଜିଲ୍ଲାରେ ଅଣାୟତ୍ତ କରୋନା । ଦିନକୁ ଦିନ ଜିଲ୍ଲାରେ କଭୋଡ଼-୧୯ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ଆଜି ଗଞାମ ଜିଲ୍ଲାରେ ପୁଣି ୧୬୬ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୮ ପହଞ୍ଚିଥିବା ବେଳେ ୨୦ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ଚିହ୍ନଟ ହୋଇଥିବା ୧୬୬ କୋଭିଡ-୧୯ ପଜିଟିଭ୍‌ଙ୍କ ମଧ୍ୟରୁ ୨୭ ଜଣ କୋରନା ଯୋଦ୍ଧା ଚିହ୍ନଟ । ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୩୪୮ପହଞ୍ଚିଛି । ତେବେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ୧୦୧୦ ଜଣ ଆକ୍ଟିଭ୍ କେସ ରହିଥିବା ବେଳେ ୧୩୧୮ ସୁସ୍ଥ ହୋଇ ଘରକୁ ଫେରିଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରୁ ୭ ଜଣ କରୋନା ଯୋଦ୍ଧା ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ବ୍ରହ୍ମପୁର ରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଟ୍ୱିଟ୍‌ ମାଧ୍ୟମରେ ଗଞାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି ।

   Related Posts