Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୭୮୫ କରୋନା ଆକ୍ରାନ୍ତ

11/08/2020 at 8:03 PM

ଭୁବନେଶ୍ୱର, ୧୧|୦୮: ରାଜ୍ୟରେ ମଙ୍ଗଳବାର ୧୭୮୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୮୦୫ରେ ପହଁଚିଛି ।

ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪୦୪, ଖୋର୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେଉଁଝରରୁ ୧୦୧, ମାଲକାନଗିରରୁ ୯୧, ରାୟଗଡାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡିରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡରୁ ୩୧, ସୁନ୍ଦରଗଡରୁ ୩୦ଜଣ ରହିଛନ୍ତି ।

ସେହିପରି ଭଦ୍ରକରୁ ୨୮, କେନ୍ଦ୍ରାପଡାରୁ ୨୪, ପୁରୀରୁ ୨୨, ବରଗଡରୁ ୧୦, ନୂଆପଡାରୁ ୧୦, ନବରଙ୍ଗପୁରରୁ ୮, ଜଗତସିଂପୁର ଓ କୋରାପୁଟରୁ ୭ଜଣ ଲେଖାଏଁ, ବଲାଙ୍ଗୀରରୁ ୫, ବୌଦ୍ଧରୁ ୪, ଝାରସୁଗୁଡାରୁ ୩ ଓ ଦେଓଗଡରୁ ଜଣେ ସୁସ୍ଥ ହୋଇଛନ୍ତି ।

   Related Posts