ଭଲ ଖବର, ସୁସ୍ଥ ହେଲେ ଆଉ ୧୭୭୩ କରୋନା ଆକ୍ରାନ୍ତ

Published By : Prameya-News7 Bureau | August 22, 2020 IST

ଭୁବନେଶ୍ୱର, ୨୨|୦୮: ଶନିବାର ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨୭୬ରେ ପହଁଚିଛି ।

wp:html /wp:html

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ୨୫୪,ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ବଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡରୁ୬୮, ବାଲେଶ୍ୱରରୁ ୫୮, ନୟାଗଡରୁ ୫୧, କଳାହାଣ୍ଡିରୁ ୩୮, କେଉଁଝରରୁ ୩୮, ବରଗଡ଼ରୁ ୩୨, ଗଜପତିରୁ ୩୦, ବଲାଙ୍ଗୀରରୁ ୨୬, ଭଦ୍ରକରୁ ୨୫, ନବରଙ୍ଗପୁରରୁ ୨୩, କେନ୍ଦ୍ରାପଡାରୁ ୨୩, ଢେଙ୍କାନାଳରୁ ୨୦, ଝାରସୁଗୁଡାରୁ ୧୯, ଜଗତସିଂପୁରରୁ ୧୫, ଅନୁଗୋଳରୁ ୭, ନୂଆପଡା ଓ ସୋନପୁରରୁ ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.