Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||
  • ଫେବୃଆରୀ ପାଇଁ କୋଭିଡ୍ ଗାଇଡ୍ଲାଇନ୍: ଏବେ ସିନେମା ହଲ୍ରେ ବସି ପାରିବେ ୫୦%ରୁ ଅଧିକ ଦର୍ଶକ, ସଭିଙ୍କ ପାଇଁ ଖୋଲିଲା ସ୍ଵିମିଂ ପୁଲ୍
  • ||

ମାଗଣାରେ ହେବ କରୋନା ଟେଷ୍ଟ: କେନ୍ଦ୍ର ସରକାରଙ୍କୁ ନିର୍ଦେଶ ଦେଲେ ସୁପ୍ରିମକୋର୍ଟ

8/04/2020 at 8:13 PM

ନୂଆଦିଲ୍ଲୀ୮/୪: ମାଗଣାରେ କରୋନା ଟେଷ୍ଟ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏଥି ସହ କିଭଳି ଅଧିକରୁ ଅଧିକ ପରୀକ୍ଷା କରାଯାଇପାରିବ ସେଥିପାଇଁ ପଦକ୍ଷେପ ନେବାକୁ ନିର୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ବର୍ତ୍ତମାନ ସୁଦ୍ଧା ଦେଶର ୧ଲକ୍ଷରୁ ଅଧିକ ଲୋକଙ୍କ କରୋନା ପରୀକ୍ଷା କରାଯାଇଥିବା ବେଳେ ୧୩୦କୋଟି ଜନସଂଖ୍ୟା ତୁଳନାରେ ଏହା ବହୁତ କମ୍‌ । ତେଣୁ କିଭଳି ଅଧିକରୁ ଅଧିକ ଲୋକଙ୍କ ପରୀକ୍ଷା କରାଯାଇପାରିବ ସେନେଇ ଗୁରୁତ୍ବ ଦେବାକୁ କହିଛନ୍ତି କୋର୍ଟ । ବର୍ତମାନ ଦେଶର ୧୩୬ ସରକାରୀ ଏବଂ ୫୬ଟି ଘରୋଇ ହସ୍ପିଟାଲରେ କରୋନା ଟେଷ୍ଟ କରାଯାଉଛି । ପ୍ରତିଦିନ ୧୮ହାଜର ଟେଷ୍ଟ କରିବା ପାଇଁ ବ୍ୟବସ୍ଥା ରହିଛି ।

   Related Posts