Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ପୁଣି କରୋନା ନେଲା ଜୀବନ: RLD ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ଦେହାନ୍ତ

6/05/2021 at 9:07 AM

ଉତ୍ତରପ୍ରଦେଶ ୬/୫: ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ସଭାପତି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଚୌଧୁରୀ ଅଜିତ ସିଂଙ୍କ ପରଲୋକ । ଗତ କିଛି ଦିନ ହେବ କରୋନା ସଂକ୍ରମିତ ହୋଇଥିଲେ ୮୬ ବର୍ଷୀୟ ଚୌଧୁରୀ ଅଜିତ ସିଂହ । ମଙ୍ଗଳବାର ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିଯିବାରୁ ତାଙ୍କୁ ଗୁରୁଗ୍ରାମର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କୁହାଯାଉଛି କି, ଫୁସଫୁସରେ ସଂକ୍ରମଣ ହେତୁ ତାଙ୍କର ସ୍ୱାସ୍ଥ୍ୟ ଖରାପ ହେବାରେ ଲାଗିଥିଲା ।

୨୨ ଏପ୍ରିଲରେ ସେ କରୋନା ସଂକ୍ରମିତ ହୋଇଥିଲେ । ସେବେଠାରୁ ତାଙ୍କର ଫୁସଫୁସ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଥିଲା । ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ପୁଅ ହେଉଛନ୍ତି ଚୌଧୁରୀ ଅଜିତ ସିଂ । ବାଗପାଟରୁ ସେ ୭ଥର ସାଂସଦ ତଥା କେନ୍ଦ୍ର ନାଗରିକ ବିମାନ ଚଳାଚଳ ମନ୍ତ୍ରୀ ରହିଛନ୍ତି । ତାଙ୍କ ମୃତ୍ୟୁ ପରେ ବାଗପାଟ ସମେତ ପଶ୍ଚିମ ଉତ୍ତରପ୍ରଦେଶରେ ଶୋକର ଲହରୀ ଖେଳିଯାଇଛି । ବଡ ଜାଟ ନେତାଙ୍କ ମଧ୍ୟରେ ଚୈଧୁରୀ ଅଜିତ ସିଂଙ୍କର ଗଣନା ହେଉଥିଲା ।

   Related Posts