Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ପୁରୀରେ କରୋନା ସନ୍ଦିଗ୍ଧ, ୟୁରୋପରୁ ଆସିଥିବା ନାବାଳିକା ଏବେ ପୁରୀ ସଦର ହସ୍ପିଟାଲରେ ଚିକିତ୍ସାଧୀନ

14/03/2020 at 3:40 PM

ପୁରୀ ୧୪।୩: ସାରା ରାଜ୍ୟରେ ଏବେ କରୋନା ଭୟ । କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ପୁରୀରେ ଜଣେ ବିଦେଶୀ ପର୍ଯ୍ୟଟକ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି । ସେ ପୁରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ୟୁରୋପର ଲିଥୁଆନିଆର ନାବାଳିକା ଜଣଙ୍କ ବୁଲିବାକୁ ଆସିଥିଲେ । ସେ ଦୀର୍ଘ ୩ ସପ୍ତାହ ଧରି ଥଣ୍ଡା କାଶରେ ପୀଡିତ ହୋଇଥିଲେ । ପ୍ରଥମେ ତାଙ୍କ ପରିବାର ସହ ଏକ ବେସରକାରୀ ହସ୍ପିଟାଲ ଚିକିତ୍ସିତ ହେବା ପାଇଁ ଯାଇଥିବା ବେଳେ ତାଙ୍କୁ ସେହି ହସ୍ପିଟାଲ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଥିଲେ। ଏହାପରେ ପୁରୀ ସଦର ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଯାଇଛି। ତାଙ୍କୁ ଡାକ୍ତରାଣୀ କୁମୁଦିନୀ ମିଶ୍ର ଚିକିତ୍ସା କରିବା ପରେ କରୋନା ଆଇସୋଲେସନରେ ରଖାଯାଇ ଚିକିତ୍ସା କରାଯାଉଛି ।

   Related Posts