Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

କରୋନା ଯୁଦ୍ଧରେ ବିଜୟୀ ହେଲେ ୧୦ ପୋଲିସ କର୍ମଚାରୀ, ସମସ୍ତଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ

19/07/2020 at 3:39 PM

ବ୍ରହ୍ମପୁର ୧୯।୦୭ : ଗଞ୍ଜାମ ଜିଲ୍ଲାରେ ଅଣାୟତ ହୋଇଚାଲିଛି କରୋନା । ପ୍ରତିଦିନ ଶତାଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେମାନଙ୍କ ମଧ୍ୟରେ ଅନେକ କରୋନା ଯୋଦ୍ଧା ମଧ୍ୟ ଆକ୍ରାନ୍ତ ରହୁଛନ୍ତି । ତେବେ ଜିଲ୍ଲାରେ ୧୦ ଜଣ ପୋଲିସ୍ କର୍ମଚାରୀ କରୋନାକୁ ହରାଇ ବିଜୟୀ ହୋଇଛନ୍ତି । ସମସ୍ତ ୧୦ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ପରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, କରୋନା ଯୁଦ୍ଧରେ ବିଜୟୀ ହୋଇ କାର୍ଯ୍ୟରେ ଯୋଗଦେଇଛନ୍ତି ୧୦ଜଣ ଯୋଦ୍ଧା । ବ୍ରହ୍ମପୁର ଏସ୍ପି ସମସ୍ତ କୋଭିଡ୍ ଯୋଦ୍ଧାଙ୍କୁ ପ୍ରକୃତ ହିରୋ ଭାବେ ବର୍ଣ୍ଣନା କରିଛନ୍ତି । ଏହାସହିତ ସମସ୍ତଙ୍କ ପାଇଁ ଏହା ଗର୍ବ ବୋଲି ଟ୍ୱିଟ୍ ମାଧ୍ୟମରେ ଜଣାଇଛନ୍ତି । ସମସ୍ତଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ କରାଯାଇଛି । ଓଡିଶା ଡିଜିପି ମଧ୍ୟ ଏମାନଙ୍କୁ ପ୍ରକୃତ ହିରୋ କହିଛନ୍ତି । ଏମାନେ ଅନ୍ୟମାନଙ୍କ ପାଇଁ ପ୍ରଭାବ ପକାଇବେ ବୋଲି ଟୁଇଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି ।

   Related Posts