Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ହୁକିଟୋଲାରୁ ଫେରୁଥିବା ଡଂଗା ବୁଡିଗଲା : ୧ ମୃତ, ୮ ନିଖୋଜ

2/01/2019 at 8:22 PM

କେନ୍ଦ୍ରପଡା୨\୧: କେନ୍ଦ୍ରାପଡ଼ା ବତୀଘର ନିକଟ ନିପାଣିଆ ନଦୀରେରେ ଡଙ୍ଗା ଦୁର୍ଘଟଣାଗ୍ରସ୍ତ ହୋଇଛି । ଡଙ୍ଗାବୁଡ଼ି ଜଣେ ମୃତ, ୮ ନିଖୋଜ ହୋଇଛନ୍ତି ।ସମୁଦ୍ର ଭିତରେ ଥିବା ଦ୍ବିପାଞ୍ଚଳ ହୁକିଟୋଲାରୁ ଫେରୁଥିବା ବେଳେ ବୁଡ଼ିଗଲା ଡଙ୍ଗା ।ସ୍ଥାନୀୟ ବାସିନ୍ଦାଙ୍କ ଦ୍ବାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଡଙ୍ଗାରେ ଥିବା ସମସ୍ତ ଯାତ୍ରୀ ପାରାଦୀପ ଭୂତମୁଣ୍ଡେଇ ଅଞ୍ଚଳର ବୋଲି ଜଣାପଡିଛି ।

   Related Posts