Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସର୍ଟ ସର୍କିଟ୍‌ରୁ ସ୍ବାମୀ-ସ୍ତ୍ରୀ ଜୀବନ୍ତ ଦଗ୍ଧ, ଅଳ୍ପକେ ବର୍ତ୍ତିଗଲା ୯ବର୍ଷର ପୁଅ

25/10/2021 at 11:46 AM

ବଡ଼ବିଲ ୨୫।୧୦: ଘର ଭିତରେ ଜଳିଗଲେ ଦମ୍ପତ୍ତି । ଅଳ୍ପକେ ବର୍ତ୍ତିଗଲା ୯ ବର୍ଷର ପୁଅ । କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଦା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବଳଦା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଜୀଅନ୍ତା ଜଳିଗଲେ ସ୍ବାମୀ-ସ୍ତ୍ରୀ । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗି ପୋଡ଼ି ହୋଇଯାଇଥିବା ସନ୍ଦେହ କରାଯାଉଛି । ଫ୍ରିଜ୍ ଓ ଅନ୍ୟାନ୍ୟ ଆସବାବପତ୍ର ପୋଡିଯାଇଥିବା ମଧ୍ୟ ସୂଚନା ମିଳିଛି । ମୃତ ଦମ୍ପତ୍ତି ହେଲେ ପୂର୍ଣ୍ଣଚନ୍ଦ୍ର ଦେହୁରୀ । ତାଙ୍କ ବୟସ ୩୫ ବର୍ଷ। ସ୍ତ୍ରୀ ହେଲେ ଲକ୍ଷ୍ମୀ ଦେହୁରୀ । ତାଙ୍କ ବୟସ ୩୩ ବର୍ଷ । ଖବର ପାଇ ଘଣ୍ଟା ସ୍ଥ୍ମୃତଦେହ ଉଦ୍ଧାର କରି ବାମେବାରୀ ପୋଲିସର ତଦନ୍ତ ।

   Related Posts