Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ସମ୍ପର୍କକୁ ସ୍ୱୀକୃତି ମିଳିଲାନି, ଗୋଟିଏ ଡାଳରେ ଝୁଲିପଡିଲେ ପ୍ରେମୀ ଯୁଗଳ

15/06/2020 at 5:04 PM

ରାଇରଙ୍ଗପୁର, ୧୫|୦୬ :  ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା । ମୟୂରଭଞ୍ଜ ଜିଲ୍ଲା  ତିରିଂ ଥାନା ଗିତିଲତା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଏକ ଘଟଣା ।  ଗାଁ ଡୁଙ୍ଗୁରୀ ନିକଟ ଅର୍ଜୁନ ଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ତିରିଂ ଥାନା ପୋଲିସ ।

ମୃତକ ଦ୍ୱୟ  ହେଲେ ଗିତିଲତା ଗ୍ରାମର ରାମେଶ୍ୱର ପାତ୍ର ଓ ସାବିତ୍ରୀ ନାଏକ । ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ଉଭୟଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ପ୍ରେମ ସମ୍ପର୍କ ରହିଥିଲା । ତେବେ  ଦୁହେଁ ଭିନ୍ନ ଜାତିର ହୋଇଥିବାରୁ ସେମାନଙ୍କ ପରିବାର ଲୋକେ ଏହାକୁ ବିରୋଧ କରୁଥିଲେ । ଏପରିକି ଯୁବକଜଣଙ୍କ ବିବାହିତ ହୋଇଥିବାରୁ ଝିଅ ଘର ଲୋକେ ବିବାହ ପାଇଁ ରାଜି ହୋଇନଥିଲେ । ପୂର୍ବରୁ ଗାଁରେ ଏନେଇ ବୈଠକ ହେବା ସହ ଘଟଣା ଥାନାକୁ ମଧ୍ୟ ଯାଇଥିଲା । ପରେ ଯୁବକଜଣଙ୍କ ଗାଁରେ ରହୁଥିବା ବେଳେ ଝିଅଟି ଝାଡଖଣ୍ଡର ଟାଟାରେ ରହୁଥିଲେ ।

ସୋମବାର ସକାଳେ ସେମାନଙ୍କର ମୃତଦେହ ଗଛରୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ଏନେଇ ଗାଁ ଲୋକେ ପୋଲିସକୁ ଜଣାଇଥିଲେ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts