Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଅଟୋ ଉପରେ ଚଢିଗଲା ବସ୍, ଦମ୍ପତ୍ତି ମୃତ

19/02/2020 at 8:21 AM

ବୌଦ୍ଧ ୧୯।୨: ବୌଦ୍ଧ ଥାନା ଚମ୍ପାପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଟୋ ଉପରେ ଚଢିଗଲା ବସ୍। ଘଟଣାସ୍ଥଳରେ ଦମ୍ପତ୍ତିଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ବଲାସିଙ୍ଗା ଗାଁର ତ୍ରୈଲୋକ୍ୟ ପ୍ରଧାନ ଓ ତାଙ୍କ ପତ୍ନୀ ସୁରଙ୍ଗିନୀ ପ୍ରଧାନ । ମଙ୍ଗଳବାର ଦିନ ଦୁର୍ଘଟଣା ଘଟିଛି । ବୌଦ୍ଧ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts