Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

୨୦୧୧ ମସିହାରେ ହୋଇଥିଲା ମାମଲା, ୧୦ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ କୋର୍ଟ

6/12/2021 at 5:55 PM

ଜି ଉଦୟଗିରି,୦୬।୧୨: ଜି ଉଦୟଗିରି କୋର୍ଟରୁ କୁଇ ସମାଜର ଦଶ ଜଣ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ୨୦୧୧ ମସିହାରେ ବିଭିନ୍ନ ଦାବି ନେଇ କଳିଙ୍ଗା ଠାରେ ଏହି ଅଭିଯୁକ୍ତମାନେ ରାସ୍ତା ଅବରୋଧ କରିଥିଲେ । ଏନେଇ ୧୨ ଜଣଙ୍କ ନାମରେ ମାମଲା ହୋଇଥିଲା । ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦଶଜଣଙ୍କୁ ଆଜି କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ।

ଜି ଉଦୟଗିରିରେ କୋର୍ଟରେ ଆଜି ଏହି ମାମଲାର ଶୁଣାଣି ହୋଇଥିଲା । ଏହି ରାୟ ପରେ କୋର୍ଟଙ୍କୁ ବରିଷ୍ଠ ଆଦିବାସୀ ନେତା ତଥା ପୂର୍ବତନ କୁଇ ସମାଜର ସଭାପତି ଜବହାର ଲାଲ ପ୍ରଧାନ ଏବଂ ମାନ ଗୋବିନ୍ଦ ପ୍ରଧାନ କୃତଜ୍ଞତା ଜ୍ଞାପନ କରିଛନ୍ତି ।

   Related Posts