Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କଟକ ନାବାଳିକା ଦୁଷ୍କର୍ମ ମାମଲା: ଅଭିିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଲେ କୋର୍ଟ

21/10/2021 at 7:37 PM

କଟକ, ୨୧/୧୦: ଦୁଷ୍କର୍ମକାରୀକୁ ୨୦ ବର୍ଷ ସଜ୍ଜା । ଏଥିସହ ୧୦ ହଜାର ଟଙ୍କାର ଜରିମାନା ପାଇଁ ନିର୍ଦ୍ଦେଶ । ଏକ ଦୁଷ୍କର୍ମ ମାମଲାର ଶୁଣାଶି କରି ସ୍ଵତନ୍ତ୍ର ପୋକ୍ସୋ କୋର୍ଟ କଟକ ଏହି ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ ଦଣ୍ଡ ପାଇଁ କୋର୍ଟ ରାୟରେ କହିଛନ୍ତି ।

ସୂଚନା ଅନୁସାରେ, ୨୦୧୯  ଏପ୍ରିଲ ମାସରେ କଟକ ସ୍ଥିତ ଲାଲବାଗ ଅଞ୍ଚଳରେ ଏକ ଦୁଷ୍କର୍ମ ଘଟଣା ଘଟିଥିଲା । ଜଣେ ୯ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ ହେବା ନେଇ ଏତଲା ହୋଇଥିଲା । ଏହାର ବିଚାର କରି ଅଭିଯୁକ୍ତ ଦେବେନ୍ଦ୍ର ସାମଲକୁ ସଜ୍ଜା ଶୁଣାଇଛନ୍ତି ଅଦାଲତ ।

   Related Posts