Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା

23/01/2021 at 11:46 AM

ଭୁବନେଶ୍ବର ୨୩।୧: ରାଜଧାନୀରେ ପହଞ୍ଚିଲା ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା । କେବଳ ଭୁବନେଶ୍ବରବାସିନ୍ଦାଙ୍କୁ କୋଭାକ୍ସିନ୍ ଟିକା ଦିଆଯିବ । ରାଜ୍ୟର ଅନ୍ୟ ସ୍ଥାନରେ କୋଭିସିଲ୍ଡ ଟିକା ଦିଆଯିବ । ଜଣଙ୍କୁ ଗୋଟିଏ କମ୍ପାନୀର ଟିକା ଦିଆଯିବ । ଟିକା ନେବାର ୨୮ ଦିନ ପରେ ମଧ୍ୟ ସେହି ଟିକା ଦିଆଯିବ। ନଚେତ୍ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଉପରେ ପ୍ରଭାବ ପଡିବ । ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ।

ସେ କହିଛନ୍ତି ରାଜ୍ୟରେ ଟିକାକରଣ ସଫଳ ଭାବେ ଚାଲିଛି । ସର୍ବ ଭାରତୀୟସ୍ତରରେ ରାଜ୍ୟ ଭଲ ପ୍ରଦର୍ଶନ କରୁଛି । ଟିକାକରଣରେ ଓଡିଶା ତୃତୀୟ ସ୍ଥାନରେ ରହିଛି । ଆଗକୁ ଆହୁରି ଭଲରେ ଟିକାରକରଣ କରାଯିବ । ସମସ୍ତଙ୍କୁ ଟିକାକରଣ କରିବାକୁ ଚେଷ୍ଟା କରାଯିବ । ଧାର୍ଯ୍ୟ ଲକ୍ଷ୍ୟଠାରୁ ଶୁକ୍ରବାର ଅଧିକ ଟିକାକରଣ ହୋଇଛି ।

ଅନ୍ୟପଟେ ଶନିବାର କୋଭିସିଲ୍ଡ ଭ୍ୟାକ୍ସିନ ଷ୍ଟୋରରୁ ରିଜିଓନାଲ ଭ୍ୟାକ୍ସିନ ଷ୍ଟୋରକୁ ଟିକା ଯିବ । ସେଠାରୁ ସବୁ ଜିଲ୍ଲାକୁ ପଠାଯିବ । ବର୍ତ୍ତମାନ ସୁଦ୍ଧା ୧,୩୦,୦୦୭ ଜଣଙ୍କୁ ଟିକା ଦିଆଯାଇ ସାରିଲାଣି ।

   Related Posts