Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ରାଜ୍ୟରେ ଆଉ ୩ଟି ହସ୍ପିଟାଲରେ ହେବ କୋଭିଡ୍‌-୧୯ର ପରୀକ୍ଷଣ: ସ୍ବାସ୍ଥ୍ୟମନ୍ତ୍ରୀ

9/04/2020 at 1:11 PM

ଭୁବନେଶ୍ବର୯/୪: ରାଜ୍ୟରେ ପୁଣି ଆଉ ତିନୋଟି ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସୂଚନା ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଆସନ୍ତା ୧୨ ତାରିଖରୁ କୋଭିଡ-୧୯ ପରୀକ୍ଷଣ କରାଯିବ। ସେହିପରି ଏପ୍ରିଲ ୧୫ ତାରିଖରୁ ବୁର୍ଲା ଭୀମସାର ଏବଂ ୧୭ ତାରିଖରୁ ରାଉକେଲା ଇଜିଏଚ୍‌ ( ଇସ୍ପାତ ଜେନେରାଲ ହସ୍ପିଟାଲ)ରେ କୋଭିଡ-୧୯ ପରୀକ୍ଷଣ କରାଯିବ।

 ସେହିପରି ଗତାକାଲି ଇନଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସ (ଆଇଏଲ୍ଏସ୍)ରେ କୋଭିଡ-୧୯ର ପରୀକ୍ଷଣ ହେବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ଆରଏମଆରସି, ଏଆଇଏମଏସ ଏବଂ କଟକସ୍ଥିତ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ କୋଭିଡ-୧୯ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା କରାଯାଉଛି। ଓଡିଶାରେ ସମୁଦାୟ କୋଭିଡ-୧୯ ରୋଗୀଙ୍କ ସଂଖ୍ୟା ୪୪ ପହଞ୍ଚି। ସେମାନଙ୍କ ମଧ୍ୟରୁ ୨ ଜଣ ସମ୍ପୂର୍ଣ୍ଣ ସୁସ୍ଥ ଘରକୁ ଫେରିଥିବା ବେଳେ ଅନ୍ୟ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଛି।

   Related Posts