Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||

କୋଭିଡ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ଆହତ

28/07/2020 at 9:26 PM

ଗଜପତି,୨୮|୦୭: ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ମୋହନା ବ୍ଲକରେ ନିୟୋଜିତ ଥିବା ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଗଟଣାରେ ଆମ୍ବୁଲାନ୍ସ ଡ୍ରାଉଭର ସାମାନ୍ୟ ଆହତ ହୋଇଛନ୍ତି ।

ସୂଚନାନୁସାରେ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟା ବେଳେ ଏହି ଆମ୍ବୁଲାନ୍ସ ନମ୍ବର ( ଓଆର୍ ୧୫ ଜେ ୪୩୧୧ ) ଲୁହଗୁଡିରୁ ମୋହନା ଅଭିମୁଖେ ଆସୁଥିଲା । ତେବେ ପଥରଗଡ଼ ନିକଟରେ ଏହା ରାସ୍ତା କଡକୁ ଖସି ପଡ଼ିଥିଲା । ଏଥିରେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି ।

   Related Posts