Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ପ୍ରତି ପଞ୍ଚାୟତରେ ହେବ ‘କୋଭିଡ୍‌ କେୟାର ହୋମ୍’: ମୁଖ୍ୟମନ୍ତ୍ରୀ

17/06/2020 at 4:01 PM

ଭୁବନେଶ୍ବର୧୭/୬: କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଉନ୍ନତିମୂକଳ ପଦକ୍ଷେପ ଗ୍ରହଣ କରିଛନ୍ତି। ତେଣୁ ରାଜ୍ୟରେ କୋଭିଡ୍‌ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ଏବେ ପ୍ରତ୍ୟେକ ପଞ୍ଚାୟତରେ ହେବ କୋଭିଡ୍‌ କେୟାର ହୋମ୍ ପ୍ରତିଷ୍ଠା କରାଯିବ। ସେଥିରେ ୧୦ରୁ ୨୦ ଜଣ ରହିବାର ବ୍ୟବସ୍ଥା କରାଯିବ। ଏହାସହ ଓ୍ବାର୍ଡ ସ୍ତରୀୟ କୋଭିଡ୍‌ କମିଟି ଗଠନ ହେବ। କମିଟିରେ ରହିବେ ଆଶା, ଅଙ୍ଗନବାଡ଼ି କର୍ମୀ ANM, SGH ସଦସ୍ୟ। ‘କରୋନା ଚିକତ୍ସା ପଦ୍ଧତି ବାହାରି ନାହିଁ’। ତେଣୁ ସତର୍କତା ହିଁ ଆମ ପାଇଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

   Related Posts