Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୮୧ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା

21/10/2020 at 11:39 AM

ଭୁବନେଶ୍ବର ୨୧।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୪୧୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୭୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୨୧୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୫୯୩୯୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts