ଭୁବନେଶ୍ବର ୨୧।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଅନୁଗୋଳ, ନୂଆପଡା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।
wp:html/wp:html wp:htmlRegret to inform the demise of thirteen #COVID19 positive patients while under treatment in hospitals.
— H & FW Dept Odisha (@HFWOdisha) October 21, 2020
1.A 53-year old female of Balasore district.
2.A 44-year old male of Bhubaneswar.
3.A 48-year old male of Puri district who was also suffering from Hypothyroidism, Diabetes.
/wp:html wp:html4.A 52-year old male of Angul who was also suffering from Hypertension, Hypothyroidism.
— H & FW Dept Odisha (@HFWOdisha) October 21, 2020
5.A 47-year old female of Bhubaneswar who was also suffering from Diabetes & CAD.
6.A 66-year old female of Puri district who was also suffering from Diabetes.
/wp:html wp:html7. A 45-year old male of Mayurbhanj district.
— H & FW Dept Odisha (@HFWOdisha) October 21, 2020
8.A 60-year old male of Mayurbhanj district who was also suffering from Hypertension.
9.A 68-year old female of Puri district who was also suffering from Diabetes & Hypertension.
10. A 52-year old male of Nuapada district.
/wp:html11.A 65-year old female of Mayurbhanj district who was also suffering from Diabetes & CKD.
— H & FW Dept Odisha (@HFWOdisha) October 21, 2020
12.A 23-year old female of Balangir district.
13.A 75-year old female of Mayurbhanj district.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୪୧୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୭୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୨୧୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୫୯୩୯୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।