Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୧୯୬ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

22/10/2020 at 11:39 AM

ଭୁବନେଶ୍ବର ୨୨।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଅନୁଗୋଳ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଜଣେ ଲେଖାଏଁ, ଢେଙ୍କାନାଳ, ଖୋର୍ଦ୍ଧା, ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୬୦୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୯୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୪୯୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧୯୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୧୯୯୫୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts