Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୨୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

24/10/2020 at 11:23 AM

ଭୁବନେଶ୍ବର ୨୪।୧୦: ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୭୯୫୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୮୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୯୪୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୨୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୨୮୦୨୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts