Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୪୨୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

8/11/2020 at 12:05 PM

ଭୁବନେଶ୍ବର ୦୮।୧୧: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ୧୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ,ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଦେବଗଡ଼, ଗଞ୍ଜାମ, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୫୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୬୮୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୪୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୯୩୯୩୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts