Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା

26/11/2020 at 11:24 AM

ଭୁବନେଶ୍ବର ୨୬।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୦୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୭୩୨୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts