Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

27/11/2020 at 11:21 AM

ଭୁବନେଶ୍ବର ୨୭।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ, ଅନୁଗୋଳ ଜିଲ୍ଲାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ବାଲେଶ୍ବର ଜିଲ୍ଲାରୁ ୨ ଜଣ ଲେଖାଏଁ, ନୟାଗଡ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୭୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୮୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୭୭୭୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts