Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୮୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

8/12/2020 at 11:20 AM

ଭୁବନେଶ୍ବର ୮।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୧୯୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୬୪୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୮୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୨୧୩୧୭୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts