Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୬୮ ଛୁଇଁଲା ମୃତକଙ୍କ ସଂଖ୍ୟା

29/12/2020 at 12:05 PM

ଭୁବନେଶ୍ବର ୨୯।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୪୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୮୮୨୫୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts