Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ରାଜ୍ୟରେ ଆଉ ୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୮୫ ଛୁଇଁଲା ମୃତକଙ୍କ ସଂଖ୍ୟା

4/01/2021 at 11:03 AM

ଭୁବନେଶ୍ବର ୪।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨ ମୃତକଙ୍କ ମଧ୍ୟରେ ବାଲେଶ୍ବର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୮୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୦୨୮୮୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts