Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୧ ଛୁଇଁଲା ମୃତକଙ୍କ ସଂଖ୍ୟା

9/01/2021 at 12:07 PM

ଭୁବନେଶ୍ବର ୯।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୧୪୦୩୩୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts