Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା

16/01/2021 at 12:34 PM

ଭୁବନେଶ୍ବର ୧୬।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୧୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୦୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୩୪୬୦୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts