Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା

18/01/2021 at 11:45 AM

ଭୁବନେଶ୍ବର ୧୮।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ବରଗଡ ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୪୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୫୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୪୦୨୫୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts