Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା

19/01/2021 at 12:30 PM

ଭୁବନେଶ୍ବର ୧୯।୦୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ବରଗଡ ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୫୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୮୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୭୪୨୬୦୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts