Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା

2/03/2021 at 12:36 PM

ଭୁବନେଶ୍ବର ୨।୩: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୮୩୬୦୧୪୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts