Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୮ ଛୁଇଁଲା ମୃତକଙ୍କ ସଂଖ୍ୟା

12/03/2021 at 1:17 PM

ଭୁବନେଶ୍ବର ୧୨।୩: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୪୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୮୫୮୦୦୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts