Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

11/05/2021 at 7:59 AM

ଭୁବନେଶ୍ୱର ୧୧।୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଗଜପତି, ମାଲକାନଗିରି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୨୨୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । 

   Related Posts