Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର : ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର
  • ||
  • ବ୍ରହ୍ମପୁର : ୪୫ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ
  • ||
  • ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌, ଘରୁ ଜବତ ହେଲା ନଗଦ ୧୭ଲକ୍ଷରୁ ଅଧିକ ଟଙ୍କା
  • ||
  • ବ୍ରହ୍ମପୁରରେ ନକଲି ଲଙ୍କାଗୁଣ୍ଡ କାରଖାନା ଠାବ, ବିପୁଳ ପରିମାଣର ସାମଗ୍ରୀ ଜବତ
  • ||
  • ମୋହନା : ଅପରେସନ୍ ଗ୍ରୀନ କ୍ଲିନ୍, ପୁଣି ୧୨ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
  • ||
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||

ରାଜ୍ୟରେ ଆଉ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୩୮

5/09/2020 at 11:14 AM

ଭୁବନେଶ୍ବର ୦୫।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ, ବଲାଙ୍ଗୀର, କଟକ, ଗଞ୍ଜାମ,ମାଲକାନଗିରି ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୦୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୪୮୦୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts