Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||
  • ୨ଦିନରେ ଦୁଇ ଜୀବନ : ଢେଙ୍କାନାଳରେ ହାତୀ ଆକ୍ରମଣରେ ପୁଣି ଜଣେ ମୃତ
  • ||

ରାଜ୍ୟରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୪୬

6/09/2020 at 10:57 AM

ଭୁବନେଶ୍ବର ୦୬।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୯୮୪୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts