ଭୁବନେଶ୍ବର ୦୬।୦୯: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
wp:html/wp:htmlRegret to inform of the demise of eight Covid positive patients while under treatment in hospitals.
— H & FW Dept Odisha (@HFWOdisha) September 6, 2020
1.A 48 year old male of Bhubaneswar who was also suffering from Diabetes, Hypertension.
2.A 48 year old male of Ganjam who was also suffering from Diabetes.
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
wp:html/wp:html6.A 49 year old female of Koraput district who was also suffering from Uncontrolled Diabetes & Hypertension.
— H & FW Dept Odisha (@HFWOdisha) September 6, 2020
7.A 38 year old male of Rayagada district. https://t.co/XmQzIKvtUR 80 year old male of Sundergarh district.
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୫୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୩୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୯୮୪୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।